Advertisment

ବିବାଦ ଘେରରେ ରଙ୍ଗ ଦେ୍ ବସନ୍ତି ଫେମ୍ ତଥା ସାଉଥ୍‌ ଷ୍ଟାର ସିଦ୍ଧାର୍ଥ

ବିବାଦ ଘେରରେ ରଙ୍ଗ ଦେ୍ ବସନ୍ତି ଫେମ୍ ତଥା ସାଉଥ୍‌ ଷ୍ଟାର ସିଦ୍ଧାର୍ଥ। ବ୍ୟାଡ୍‌ମିଣ୍ଟନ୍ ଖେଳାଳି ସାଇନା ନେହୱାଲ୍‌ଙ୍କ ପ୍ରତି ଅଶୋଭନୀୟ ଟ୍ୱିଟ୍ କରି ଫସିଛନ୍ତି ସାଉଥ୍‌ ଷ୍ଟାର ସିଦ୍ଧାର୍ଥ। ପରିସ୍ଥିତି ଏପରି ହୋଇଛି ଯେ, ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଲାଗି ଜାତୀୟ ମହିଳା କମିଶନ ମହାରାଷ୍ଟ୍ର ଓ ତାମିଲନାଡୁ ଡିଜିପିଙ୍କୁ ଚିଠି ଲେଖିଛନ୍ତି।

Saina Nehwal Actor PM Modi's Security Siddharth
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ