Advertisment

ମଝି ଆକାଶରେ ଶକ୍ତି ପ୍ରଦର୍ଶନ କଲେ ବାୟୁ ବୀର

ବାୟୁସେନା ପ୍ରତିଷ୍ଠା ଦିବସ ଅବସରରେ ଉତ୍ତରପ୍ରଦେଶ ହିଣ୍ଡନ ଏୟାରବେସ୍‌ରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ବାୟୁସେନାର ବିଭିନ୍ନ ବିମାନ ପକ୍ଷରୁ ସାମରିକ କୌଶଳ ପ୍ରଦର୍ଶନ କରାଯିବା ସହ ଲଢୁଆ ବିମାନ ମଧ୍ୟ ପ୍ରଦର୍ଶିତ ହେବ।

Advertisment

ଆଜି ଭାରତୀୟ ବାୟୁସେନାର ୮୯ ତମ ପ୍ରତିଷ୍ଠା ଦିବସ। ଏହି ଅବସରରେ ଉତ୍ତରପ୍ରଦେଶ ହିଣ୍ଡନ ଏୟାରବେସ୍‌ରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ବାୟୁସେନାର ବିଭିନ୍ନ ବିମାନ ପକ୍ଷରୁ ସାମରିକ କୌଶଳ ପ୍ରଦର୍ଶନ କରାଯିବା ସହ ଲଢୁଆ ବିମାନ ମଧ୍ୟ ପ୍ରଦର୍ଶିତ ହେବ। ବାୟୁସେନା ପ୍ରତିଷ୍ଠା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାୟୁ ଯୋଦ୍ଧା ଓ ସେମାନଙ୍କ ପରିବାରବର୍ଗଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

Advertisment
Indian Air Force Air Force Day Power Prominence
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ