Advertisment

'ସର୍ବସାଧାରଣରେ କ୍ଷମା ମାଗନ୍ତୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ'

ରାଷ୍ଟ୍ରମୁଖ୍ୟଙ୍କୁ ତାଚ୍ଛଲ୍ୟ। ମହାମହିମଙ୍କୁ ଅପମାନ। ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦରେ ଅଧିଷ୍ଠିତା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପ୍ରତି ଏଭଳି ଅପମାନ ସୂଚକ ମନ୍ତବ୍ୟ ଦେଉଛନ୍ତି ପଶ୍ଚିମବଙ୍ଗର ମତ୍ସ୍ୟ ବିଭାଗ ମନ୍ତ୍ରୀ ଅଖିଳ ଗିରି। ନନ୍ଦିଗ୍ରାମରେ ଗତକାଲି ଅପରାହ୍ନରେ ଏକ ଜନସଭାରେ ଅଖିଳ କହିଥିଲେ-ରାଷ୍ଟ୍ରପତିଙ୍କ ଚେୟାରକୁ ସମ୍ମାନ ଦେଉଛୁ, ହେଲେ ଆମ ରାଷ୍ଟ୍ରପତି କେମିତି ଦେଖାଯାଉଛନ୍ତି ? ବ୍ୟଙ୍ଗାତ୍ମକ ଢ଼ଙ୍ଗରେ ତାଙ୍କର ଏ ପ୍ରଶ୍ନକୁ ନେଇ ସାରା ଦେଶରେ ପ୍ରତିବାଦର ନିଆଁ

author-image
Sarbeswar