National Capital inundated
Advertisment
ଯମୁନା ୪୫ ବର୍ଷର ରେକର୍ଡ ଭାଙ୍ଗି ଏବେବି ବିପଦ ସଂକେତ ଠାରୁ ୨ ମିଟର ଉପରେ ପ୍ରବାହିତ ହେଉଥିବା ବେଳେ, ରାଜଧାନୀ ଦିଲ୍ଲୀର ବନ୍ୟା ସ୍ଥିତିରେ ସେଭଳି ବିଶେଷ ସୁଧାର ଆସିନି। ତଳିଆ ଅଞ୍ଚଳରୁ ଭିଆଇପି ଏରିଆ ଯାଏଁ, ସବୁଆଡ଼େ ଜଳବନ୍ଦୀ ସ୍ଥିତି। ଆଗକୁ ବି କିଛି ଦିନ ବର୍ଷା ଜାରି ରହିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ। NDRF ସହିତ ସ୍ଥଳସେନା ଓ ନୌସେନାଙ୍କୁ ନିୟୋଜିତ କରାଯାଇଛି ଦିଲ୍ଲୀ ଜଳଦୁର୍ଦ୍ଦଶାର ପ୍ରଶମନ ପାଇଁ। ଏଭିତରେ ୨୫ହଜାରରୁ ଅଧିକ ଲୋକଙ୍କୁ ଉଦ୍ଧାର କରାଯାଇଥିବା ବେଳେ, ୩ଟି ଜୀବନ ଯାଇଥିବା ସୂଚନା ମିଳିଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us