Advertisment

ଏଣିକି ୨୧ ନହେଲେ ବାହା ହେବେନି ଝିଅ

ଝିଅଙ୍କ ବିବାହ ପାଇଁ ବୟସ ସୀମାକୁ ନେଇ ଏକ ବଡ଼ ଖବର ଏବେ ସାମ୍ନାକୁ ଆସିଛି। ଦେଶରେ ଝିଅଙ୍କ ବିବାହ ବୟସ ସୀମା ୧୮ ବର୍ଷରୁ ୨୧ ବର୍ଷକୁ ବୃଦ୍ଧି କରିବା ଲାଗି ଦିଆଯାଇଥିବା ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟ୍‌ ମଞ୍ଜୁରୀ ପ୍ରଦାନ କରିଥିବା ସୂଚନା ମିଳିଛି। ସୂଚନା ଅନୁସାରେ, ବୁଧବାର କେନ୍ଦ୍ର କ୍ୟାବିନେଟ୍‌ ବୈଠକରେ ଏନେଇ ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି।

Marriage Age Of Woman Marriage Cabinet 18 To 21 Marriage Age Women
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ