Kolkata High Court
Advertisment
ରାସ୍ତାରେ ଗଲା ବେଳେ ଅଜଣା ଯୁବତୀଙ୍କୁ ଡାର୍ଲିଙ୍ଗ ଡାକିଲେ ଲାଗିବ କେସ୍। ଏକ ଯୌନ ଉତ୍ପୀଡ଼ନ ମାମଲାର ଶୁଣାଣି ବେଳେ କୋଲକାତା ହାଇକୋର୍ଟ ଏହି ରାୟ ଦେଇଛନ୍ତି । ଯଦି କୌଣସି ବ୍ୟକ୍ତି ଅଜଣା ଯୁବତୀଙ୍କୁ ଡାର୍ଲିଙ୍ଗ ବୋଲି ସମ୍ବୋଧନ କରେ, ତେବେ ସେ ଦୋଷୀ ସାବ୍ୟସ୍ତ ହେବେ। ଆଇପିସି ଧାରା ୩୫୪ A ଅନୁଯାୟୀ ତାଙ୍କୁ ଜେଲ ଯିବାକୁ ପଡ଼ିବ..
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us