୧୧% ମହଙ୍ଗା ଭତ୍ତା ବୃଦ୍ଧିକୁ କେନ୍ଦ୍ର କ୍ୟାବିନେଟର ମଂଜୁରୀ । କେନ୍ଦ୍ର କର୍ମଚାରୀଙ୍କ ମହଙ୍ଗା ଭତ୍ତା ୧୭%ରୁ ବଢ଼ି ୨୮% ହେଲା । ବର୍ଦ୍ଧିତ ମହଙ୍ଗା ଭତ୍ତା ଜୁଲାଇ ୧ରୁ ଲାଗୁ ହେବ । ଉପକୃତ ହେବେ କେନ୍ଦ୍ର ସରକାରଙ୍କ ୪୫ ଲକ୍ଷରୁ ଅଧିକ କର୍ମଚାରୀ । ୬୫ ଲକ୍ଷରୁ ଅଧିକ ପେନସନଧାରୀଙ୍କୁ ମିଳିବ ଫାଇଦା ।
Published: Prangyan Parimita
Last updated: 14 July 2021, 05:31 PM IST
ତିନିଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମନ୍ତ୍ରୀ, ସାଂସଦ, ବିଧାୟକ ଓ ବିଜେପି କାର୍ଯ୍ୟକର୍ତ୍ତାଙ୍କ ସହ ପ୍ରାୟ ଦୁଇଘଣ୍ଟା କଥାହେବେ। କାଳେ ମୋଦି କ'ଣ ପଚାରି ଦେବେ, ସେଇଥିପାଇଁ ସିନେମା ଦେଖି ନିଜକୁ ପ୍ରସ୍ତୁତ କରୁଛନ୍ତି ବିଜେପି ନେତା। କଥାଟି ଆପଣଙ୍କୁ ଅଡୁଆ ଲାଗୁଥିବ, କିନ୍ତୁ କ'ଣ ଏହା ପଛର ରହସ୍ୟ, ଓଡ଼ିଶା ବିଜେପି ନେତାଏ କେଉଁ ଫିଲ୍ମ ଦେଖୁଛନ୍ତି, ଜାଣିବାକୁ ପଢ଼ନ୍ତୁ ଏହି ଖବରଟି।