Delhi floods
ଗୋଟିଏ କି ଦୁଇଟି ନୁହେଁ ବସ୍, ଟ୍ରକ, କାର୍ ସବୁ ଏବେ ପାଣି ଘେରରେ । କାଶ୍ମୀର ଗେଟରୁ ଆଇଟିଓକୁ ଯାଉଥିବା ବେଳେ ହଠାତ୍ ଫ୍ଲାଏଓଭର ତଳ ରାସ୍ତାରେ ପାଣି ଜମିବାରୁ ଏଭଳି ସ୍ଥିତି ଉପୁଜିଛି । କୌଣସି ବାଟ ନପାଇ ଶେଷରେ ନିଜ ନିଜ ଗାଡ଼ିକୁ ଏଠି ଥୋଇ ଲୋକେ ଆଶ୍ରୟ ନେଇଛନ୍ତି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)