Advertisment

ସମସ୍ତଙ୍କୁ ଜୁହାର କରି ଅଭିଭାଷଣ ଆରମ୍ଭ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଦେଶର ପଞ୍ଚଦଶ ରାଷ୍ଟ୍ରପତି ଭାବେ ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ ଆଜି ଶପଥ ନେଇଛନ୍ତି। ପ୍ରଥମ ଥର ଲାଗି ଜଣେ ଆଦିବାସୀ ମହିଳା ଭାବେ ଦ୍ରୌପଦୀ ମୁର୍ମୁ ଦେଶର ରାଷ୍ଟ୍ରପତି ହୋଇଛନ୍ତି।

author-image
Rajalaxmi Sahoo