Advertisment

ଦୀର୍ଘ ୧୦ ବର୍ଷ ପରେ ଜାମ୍ମୁ-କାଶ୍ମୀରରେ ପଡ଼ିବ ବିଧାନସଭା ଭୋଟ୍

ଅକ୍ଟୋବର ୪ରେ ଭୋଟ ଗଣତି ହେବ ବୋଲି ସୂଚନା ଦେଇଛନ୍ତି ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର।

Advertisment

ଦୀର୍ଘ ୧୦ ବର୍ଷ ପରେ ଜାମ୍ମୁ-କାଶ୍ମୀରରେ ପଡ଼ିବ ବିଧାନସଭା ଭୋଟ୍ । କେନ୍ଦ୍ରଶାସିତ ଅଞ୍ଚଳ ବନିବା ପରେ ମିଳିବ ପ୍ରଥମ ମୁଖ୍ୟମନ୍ତ୍ରୀ । ୩୭୦ ହଟିବା ପରେ ପ୍ରଥମ ବିଧାନସଭା ନିର୍ବାଚନ ପାଇଁ ବାଜିଲା ବିଗୁଲ୍ । ୯୦ ଆସନ ବିଶିଷ୍ଟ କେନ୍ଦ୍ର ଶାସିତ ଅଞ୍ଚଳ ଜାମ୍ମୁ-କାଶ୍ମୀରରେ, ୩ଟି ପର୍ଯ୍ୟାୟରେ ହେବ ବିଧାନସଭା ନିର୍ବାଚନ। ସେପ୍ଟେମ୍ବର ୧୮, ସେପ୍ଟେମ୍ବର ୨୫ ଏବଂ ଅକ୍ଟୋବର ୧ରେ ହେବ ଭୋଟିଂ। ଅକ୍ଟୋବର ୪ରେ ଭୋଟ ଗଣତି ହେବ ବୋଲି ସୂଚନା ଦେଇଛନ୍ତି ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ