Advertisment

ରାଷ୍ଟ୍ରପତିଙ୍କୁ ବଜେଟ୍ ଆଗରୁ ଦିଆ ଯାଏ ଶ୍ରେଷ୍ଠ ସମ୍ମାନ

ପ୍ରେସିଡେଣ୍ଟସ୍ ବଡି ଗାର୍ଡର ଅଶ୍ୱାରୋହୀ ଦଳର ବିଶାଳ ଶୋଭାଯାତ୍ରାରେ ବିଶ୍ୱର ସବୁଠୁ ବଡ଼ ଗଣତାନ୍ତ୍ରିକ ରାଷ୍ଟ୍ରର ରାଷ୍ଟ୍ରମୁଖ୍ୟଙ୍କୁ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି। ନୂଆଦିଲ୍ଲୀର ରାଇସିନା ହିଲ୍‌ରୁ ସାଉଥ୍ ବ୍ଲକ୍ ଓ ନର୍ଥ ବ୍ଲକ୍ ଦେଇ ବିଜୟ ଚୌକ ଆଉ ଲେଠୁ ଦେଇ ସଂସଦ ଭବନ ପର୍ଯ୍ୟନ୍ତ ଏହି ସମାରୋହ ହୋଇଥିଲା। ବଜେଟ୍ ଅଧିବେଶନର ଅବ୍ୟବହିତ ପୂର୍ବରୁ ଆଜି ମହାମହିମ ରାଷ୍ଟ୍ରପତିଙ୍କୁ ଏମିତି ଉଚ୍ଛ୍ୱସିତ ପରିବେଶରେ ପାଛୋଟି ଆଣାଯାଇଥିଲା ପାର୍ଲାମେଣ୍ଟର ସେଣ୍ଟ୍ରାଲ ହଲ୍‌କୁ

Economic Survey Forecasts
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ