ସିଏଏ ବା ନାଗରିକତା ସଂଶୋଧନ ଆଇନ୍ ନେଇ ବିଜ୍ଞପ୍ତି ଜାରି । ସିଟିଜେନ୍ସିପ୍ ଆମେଣ୍ଡମେଣ୍ଟ ଆକ୍ଟ ନେଇ ବିଜ୍ଞପ୍ତି ଜାରି କଲେ କେନ୍ଦ୍ର ସରକାର ।
Published By: Sujit kumar Swain
Last updated: 11 March 2024, 08:34 PM IST
କଳ୍ପନା ସୋରେନ୍। ଦିନେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ପତ୍ନୀ ଭାବେ ଲୋକେ ତାଙ୍କୁ ଜାଣୁଥିଲେ। ଏବେ ସେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର ଟପ୍ ଲିଡର। ବିଧାନସଭା ନିର୍ବାଚନରେ JMM ପାଇଥିବା ବଡ଼ ବିଜୟର ଶ୍ରେୟ ଦିଆଯାଉଛି କଳ୍ପନାଙ୍କୁ। ଏପରିକି ଗାଣ୍ଡେ ଆସନରୁ ଜିତି ବିଧାୟିକା ବି ହୋଇଛନ୍ତି ଏହି ଓଡ଼ିଆ ଝିଅ।