Advertisment

ଏଣିକି ପ୍ରତି ଘରେ ପହଞ୍ଚିବ ପାଣିପାଗ ତଥ୍ୟ

ଗୌରବମୟ ୧୫୦ ବର୍ଷରେ ପାଦ ଥାପିଲା ଭାରତୀୟ ପାଣିପାଗ ବିଭାଗ । 'ହର୍ ହର୍ ମୌସମ୍, ହର୍ ଘର୍ ମୌସମ୍' ଲକ୍ଷ୍ୟ ହାସଲ ଦିଗରେ ଦେଲା ବଡ଼ ଉପହାର । ଏଣିକି ମୋବାଇଲ୍ ଆପ୍ ଜରିଆରେ ଘରେ ଘରେ ପହଞ୍ଚିବ ପ୍ରତିଟି ପାଣିପାଗ ଖବର ।

author-image
Manoranjan Behera

ଗୌରବମୟ ୧୫୦ ବର୍ଷରେ ପାଦ ଥାପିଲା ଭାରତୀୟ ପାଣିପାଗ ବିଭାଗ । 'ହର୍ ହର୍ ମୌସମ୍, ହର୍ ଘର୍ ମୌସମ୍' ଲକ୍ଷ୍ୟ ହାସଲ ଦିଗରେ ଦେଲା ବଡ଼ ଉପହାର । ଏଣିକି ମୋବାଇଲ୍ ଆପ୍ ଜରିଆରେ ଘରେ ଘରେ ପହଞ୍ଚିବ ପ୍ରତିଟି ପାଣିପାଗ ଖବର ।

Advertisment
IMD Forecast Weather News
Advertisment
Advertisment