Advertisment

ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୀତି ଦେଶ

ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୀତି ଦେଶ ହୋଇପାରିଛି। ନୀତି ଆୟୋଗର ଗଭର୍ଣ୍ଣିଂ କାଉନସିଲର ଦଶମ ବୈଠକ ପରେ ନୀତି ଆୟୋଗ ସିଇଓ ବିଭିଆର ସୁବ୍ରମଣ୍ୟମ କହିଥିଲେ ଯେ, ଭାରତ ପାଇଁ ବିଶ୍ୱ ଏବଂ ଅର୍ଥନୈତିକ ପରିବେଶ ଅନୁକୂଳ ରହିଛି। ଏବେ କେବଳ ଆମେରିକା, ଚୀନ୍ ଏବଂ ଜର୍ମାନୀର ଅର୍ଥନୀତି ଭାରତଠାରୁ ଆଗରେ ଅଛି !

Economy
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ