India Celebrates Completion Of 50 Years Of Victory Against Pakistan In 1971
Advertisment
୧୯୭୧ ପାକିସ୍ତାନ ବିରୋଧରେ ଭାରତର ବିଜୟର ୫୦ ବର୍ଷ ପୂର୍ତ୍ତି ପାଳନ ଅବସରରେ ଚଳିତବର୍ଷ ସ୍ୱର୍ଣ୍ଣିମ ବିଜୟ ବର୍ଷ ପାଳନ କରାଯାଉଛି । ଏଥିପାଇଁ ୨୦୨୦ ଡିସେମ୍ବର ୧୭ରୁ ଦିଲ୍ଲୀର ରାଷ୍ଟ୍ରୀୟ ଯୁଦ୍ଧ ସ୍ମାରକୀ ଅମର ଯବାନ ଜ୍ୟୋତିର ୪ଟି ମଶାଲ ଶୋଭାଯାତ୍ରା ଆରମ୍ଭ ହୋଇଥିଲା।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us