Advertisment

୫୦ ଲକ୍ଷ ଟଙ୍କାର ଚାକିରି ଛାଡ଼ି ଦେଶର ଗରିବଙ୍କ ସେବା କରୁଛନ୍ତି ଯୁବ IPS ସନ୍ତୋଷ

ପାଗଳ କରିଛି ଦେଶପ୍ରେମ। ୫୦ ଲକ୍ଷ ଟଙ୍କାର ଚାକିରି ଛାଡ଼ି ଦେଶର ଗରିବ ଲୋକଙ୍କ ସେବା କରୁଛନ୍ତି ଯୁବ IPS ସନ୍ତୋଷ ମିଶ୍ରା। ଡ୍ୟୁଟି ସରିବା ପରେ ସ୍କୁଲରେ ପାଠ ପଢାଉଛନ୍ତି ପୁଣି ରାସ୍ତାରେ ଥିବା ଅସହାୟଙ୍କୁ ସାହାଯ୍ୟ କରୁଛନ୍ତି...ତାଙ୍କ କାମକୁ ନେଇ ଦେଶରେ ଏବେ ଭାରି ଚର୍ଚ୍ଚା

author-image
Otv Khabar Bureau

ପାଗଳ କରିଛି ଦେଶପ୍ରେମ। ୫୦ ଲକ୍ଷ ଟଙ୍କାର ଚାକିରି ଛାଡ଼ି ଦେଶର ଗରିବ ଲୋକଙ୍କ ସେବା କରୁଛନ୍ତି ଯୁବ IPS ସନ୍ତୋଷ ମିଶ୍ରା। ଡ୍ୟୁଟି ସରିବା ପରେ ସ୍କୁଲରେ ପାଠ ପଢାଉଛନ୍ତି ପୁଣି ରାସ୍ତାରେ ଥିବା ଅସହାୟଙ୍କୁ ସାହାଯ୍ୟ କରୁଛନ୍ତି...ତାଙ୍କ କାମକୁ ନେଇ ଦେଶରେ ଏବେ ଭାରି ଚର୍ଚ୍ଚା 

Advertisment
Inspiring Story America IPS JOB Country Santosh Mishra Rs 50 Lakh
Advertisment
Advertisment