Advertisment

ରିପୋର୍ଟ ମାଗିଲେ ସୁପ୍ରିମକୋର୍ଟ

ଲଖିମପୁର ଖେରି ହିଂସାକାଣ୍ଡ ଘଟଣାକୁ ନେଇ ଆଜି ସୁପ୍ରମିକୋର୍ଟରେ ଶୁଣାଣି ହୋଇଛି। ଘଟଣାରେ ସୁପ୍ରିମକୋର୍ଟ ୟୁପି ସରକାରଙ୍କୁ ଷ୍ଟାଟସ୍‌ ରିପୋର୍ଟ ମାଗିବା ସହ କାଲି ସୁଦ୍ଧା ରିପୋର୍ଟ ଦାଖଲ କରିବା ଲାଗି କହିଛନ୍ତି।

Advertisment

ଉତ୍ତର ପ୍ରଦେଶ ଲଖିମପୁର ଖେରି ହିଂସାକାଣ୍ଡ ଘଟଣାକୁ ନେଇ ଆଜି ସୁପ୍ରମିକୋର୍ଟରେ ଶୁଣାଣି ହୋଇଛି। ଘଟଣାରେ ସୁପ୍ରିମକୋର୍ଟ ୟୁପି ସରକାରଙ୍କୁ ଷ୍ଟାଟସ୍‌ ରିପୋର୍ଟ ମାଗିବା ସହ ଆସନ୍ତାକାଲି ସୁଦ୍ଧା ରିପୋର୍ଟ ଦାଖଲ କରିବା ଲାଗି କହିଛନ୍ତି।

Advertisment
Lakhimpur SupremeCourt Kheri Incident
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ