Advertisment

ପରଲୋକରେ ସୁର ସାମ୍ରାଜ୍ଞୀ ଲତା ମଙ୍ଗେସକର

ସୁର ସାମ୍ରାଜ୍ଞୀ ଭାରତରତ୍ନ ଲତା ମଙ୍ଗେସକରଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ବୟସ ହୋଇଥିଲା। ଆଜି ସକାଳ ୮ଟାରେ ମୁମ୍ବାଇରେ ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ଗତ ୨୯ ଦିନ ହେବ ସେ ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଥିଲେ

Advertisment

ସୁରସାମ୍ରାଜ୍ଞୀ ଭାରତରତ୍ନ ଲତା ମଙ୍ଗେସକରଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ବୟସ ହୋଇଥିଲା। ଆଜି ସକାଳ ୮ଟାରେ ମୁମ୍ବାଇରେ ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ଗତ ୨୯ ଦିନ ହେବ ସେ ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଥିଲେ

Advertisment
Lata Mangeshkar Passes Away
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ