ଛି ! ଛି ! ପୁଅ ପାଇଁ ଯାହାକୁ ବାଛିଥିଲେ । ଘରର ଲକ୍ଷ୍ମୀ କରି ଯାହାକୁ ଆଣିଥିଲେ । ଉପହାର ଦେଇ ଯାହାକୁ ଦୁହିତା ଭାବେ ଗ୍ରହଣ କରିଥିଲେ । ଶେଷରେ ତାକୁ ମନ୍ଦିରରେ ବିବାହ କରି ପତ୍ନୀର ମାନ୍ୟତା ଦେଇଛନ୍ତି ଜଣେ 70 ବର୍ଷୀୟ ବୃଦ୍ଧ ।
Published: Rajalaxmi Sahoo
Last updated: 29 January 2023, 12:25 PM IST
କଳ୍ପନା ସୋରେନ୍। ଦିନେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ପତ୍ନୀ ଭାବେ ଲୋକେ ତାଙ୍କୁ ଜାଣୁଥିଲେ। ଏବେ ସେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର ଟପ୍ ଲିଡର। ବିଧାନସଭା ନିର୍ବାଚନରେ JMM ପାଇଥିବା ବଡ଼ ବିଜୟର ଶ୍ରେୟ ଦିଆଯାଉଛି କଳ୍ପନାଙ୍କୁ। ଏପରିକି ଗାଣ୍ଡେ ଆସନରୁ ଜିତି ବିଧାୟିକା ବି ହୋଇଛନ୍ତି ଏହି ଓଡ଼ିଆ ଝିଅ।