Massive Anti-Maoist Operation Underway in Sambalpur’s Charamal Forest
Advertisment
By clicking the button, I accept the Terms of Use of the service and its Privacy Policy, as well as consent to the processing of personal data.
Don’t have an account? Signup
Massive Anti-Maoist Operation Underway in Sambalpur’s Charamal Forest
ସମ୍ବଲପୁର ଚାରମାଳ ଜଙ୍ଗଲରେ ସର୍ଚ୍ଚ ଅପରେସନ୍ । ମାଓବାଦୀ ଲୁଚିଥିବା ସନ୍ଦେହରେ ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେସନ୍ । ଛତିଶଗଡ଼ରୁ ଛତ୍ରଭଙ୍ଗ ଦେଇଥିବା ମାଓବାଦୀ ଚାରମାଳ ଜଙ୍ଗଲରେ ଲୁଚିଥିବା ସନ୍ଦେହ କରାଯାଉଛି । ପ୍ରାୟ ୧୦୦ ଜଣ ମାଓବାଦୀ ଜଙ୍ଗଲ ଭିତରେ ଥିବା ସୂଚନା ମିଳିଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)