One Nation One Election
ଏକ ରାଷ୍ଟ୍ର, ଏକ ନିର୍ବାଚନ ପାଇଁ ଫିଟିଲା ବାଟ । ଦେଶରେ ଏକାସଙ୍ଗେ ଲୋକସଭା ଓ ବିଧାନସଭାଗୁଡ଼ିକର ନିର୍ବାଚନ ପାଇଁ ଆଉ ପାଦେ ବଢିଲା ମୋଦି ସରକାରଙ୍କ ପ୍ରୟାସ । ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଧ୍ୟକ୍ଷତାରେ ଗଠିତ ଉଚ୍ଚସ୍ତରୀୟ କମିଟି ରିପୋର୍ଟକୁ ଆଜି କ୍ୟାବିନେଟର ଅନୁମୋଦନ ମିଳିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା କେନ୍ଦ୍ର କ୍ୟାବିନେଟ୍ ସମର୍ବସମ୍ମତି କ୍ରମେ ଏକକ ନିର୍ବାଚନ ନେଇ କମିଟି ଦେଇଥିବା ପ୍ରସ୍ତାବକୁ ଗ୍ରହଣ କରିଛି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)