Mumbai Cruise Drug Bust Case | Aryan Khan To Remain In Jail Till Oct 20
Advertisment
ଡ୍ରଗ୍ସ ମାମଲାରେ ଗିରଫ ଆର୍ୟନ୍ ଖାନ୍, ଦିନକୁ ଦିନ ଅଧିକ ଛନ୍ଦି ହୋଇଯାଉଛନ୍ତି । ସେ ଆହୁରି ୬ ଦିନ ପର୍ଯ୍ୟନ୍ତ ରହିବେ ଜେଲ୍ରେ । ମୁମ୍ବାଇର ସ୍ୱତନ୍ତ୍ର ଅଦାଲତ ପୁଣି ଥରେ ଆର୍ୟନ୍ଙ୍କ ଜାମିନ ଆବେଦନର ଶୁଣାଣିକୁ ଘୁଞ୍ଚାଇ ଦେଇଛନ୍ତି । ଏହି ମାମଲାର ପରବର୍ତ୍ତି ଶୁଣାଣି ଅକ୍ଟୋବର ୨୦ ତାରିଖରେ ହେବ ବୋଲି କୋର୍ଟ କହିଛନ୍ତି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us