Aryan Khan
ମୁମ୍ବାଇ କ୍ରୁଜ୍ ପାର୍ଟିରେ ଡ୍ରଗ୍ସ କାରବାର ମାମଲାରେ ଶାହାରୁଖ ଖାନଙ୍କ ପୁଅ ଆର୍ୟନ ଖାନଙ୍କୁ ମିଳିଲାନି ଜାମିନ୍। ଜାମିନ ଆବେଦନ ଖାରଜ କଲେ ମୁମ୍ବାଇ କୋର୍ଟ। ତେବେ ଆଜି ପୁଣି ନିରାଶ ହେଲେ ଆର୍ୟନ। ଜେଲ ଗଲେ କିଙ୍ଗ୍ ଖାନଙ୍କ ପୁଅ। କ୍ରୁଜ୍ ପାର୍ଟିରେ ଡ୍ରଗ୍ସ କାରବାର ନେଇ ଗିରଫଦାରୀ ପ୍ରସଙ୍ଗରେ ଆର୍ୟନ ଖାନଙ୍କୁ ଗତକାଲି ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତ ପଠାଇଥିଲେ କୋର୍ଟ ହେଲେ ଆଜି ତାଙ୍କର ଜାମିନର ଶୁଣାଣି ଥିଲା କିନ୍ତୁ ଜାମିନ୍ ଦେଲେ ନାହିଁ କୋର୍ଟ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)