Advertisment

କିଏ ହେବେ ଅଷ୍ଟାଦଶ ଲୋକସଭାର ବାଚସ୍ପତି ?

ଆସନ୍ତାକାଲି ଲୋକସଭା ବାଚସ୍ପତି ନିର୍ବାଚନ । ଆଜି ଏନଡିଏ ଘୋଷଣା କରିପାରେ ବାଚସ୍ପତି ପ୍ରାର୍ଥୀଙ୍କ ନାଁ । ତେବେ କିଏ ହେବେ ଅଷ୍ଟାଦଶ ଲୋକସଭାର ବାଚସ୍ପତି ? ବାଚସ୍ପତି ଆସନରେ ବସିବାକୁ, କାହାକୁ ବାଛିବ ଏନ୍ଡିଏ ? ଚର୍ଚ୍ଚାରେ ରହିଛି ୪ ବରିଷ୍ଠ ସାଂସଦଙ୍କ ନାଁ। ପୂର୍ବତନ ବାଚସ୍ପତି ଓମ୍ ବିର୍ଲା, ବର୍ତ୍ତମାନର କାମଚଳା ବାଚସ୍ପତି ତଥା କଟକ ସାଂସଦ ଭର୍ତ୍ତୃହରି ମହତାବ, ବରିଷ୍ଠ ବିଜେପି ନେତା ରାଧାମୋହନ ସିଂ ଏବଂ ଆନ୍ଧ୍ରପ୍ରଦେଶ ବିଜେପି ସଭାପତି ଡି. ପୁରନ୍ଦେଶ୍ବରୀ। ଆଜି ଏନଡିଏର ବାଚସ୍ପତି ପ୍ରାର୍ଥୀଙ୍କ ନାଁ ଘୋଷଣା କରିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ...ତେବେ ଆସନ୍ତୁ ସଂକ୍ଷେପରେ ଜାଣିବା ଚର୍ଚ୍ଚାରେ ଥିବା ଏହି ୪ ସମ୍ଭାବ୍ୟ ବାଚସ୍ପତି ପ୍ରାର୍ଥୀଙ୍କ ସଂପର୍କରେ।

Parliament Lok Sabha Speaker Lok Sabha Speaker
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ