Advertisment

ବଦଳିଗଲା ତତ୍କାଳ ବୁକିଂ, ଏବେ ମିଳିବ ଟଙ୍କା

ତତ୍କାଳ ଟିକେଟ ବୁକିଂ ହେଲା ଆହୁରି ସହଜ । ନିୟମରେ ପରିବର୍ତ୍ତନ ଆଣିଲା ଭାରତୀୟ ରେଳବାଇ । ଏପ୍ରିଲ ୧୦ ତାରିଖରୁ ଭାରତୀୟ ରେଲ ବିଭାଗ ତତ୍କାଳ ଟିକେଟ୍‌ ବୁକିଂରେ ନିୟମ ପରିବର୍ତ୍ତନ ଆଣି ସାରିଛି । ଯାହା ଆପଣ ଜାଣିବା ନିହାତି ଆବଶ୍ୟକ

author-image
Tapaswini Nayak

ତତ୍କାଳ ଟିକେଟ ବୁକିଂ ହେଲା ଆହୁରି ସହଜ । ନିୟମରେ ପରିବର୍ତ୍ତନ ଆଣିଲା ଭାରତୀୟ ରେଳବାଇ । ଏପ୍ରିଲ ୧୦ ତାରିଖରୁ ଭାରତୀୟ ରେଲ ବିଭାଗ ତତ୍କାଳ ଟିକେଟ୍‌ ବୁକିଂରେ ନିୟମ ପରିବର୍ତ୍ତନ ଆଣି ସାରିଛି । ଯାହା ଆପଣ ଜାଣିବା ନିହାତି ଆବଶ୍ୟକ

Advertisment
Ticket Booking Agents
Advertisment
Advertisment