Advertisment

ପ୍ରିୟଙ୍କା କାହିଁକି ଯାଇଥିଲେ ପାକିସ୍ତାନ?

ପ୍ରିୟଙ୍କା_କାହିଁକି_ଯାଇଥିଲେ_ପାକିସ୍ତାନ? ପାକିସ୍ତାନ ପାଇଁ ଗୁପ୍ତଚରୀ ଅଭିଯୋଗରେ ଗିରଫ ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରା ଲିଙ୍କର ଖୋଳତାଡ। ପୁରୀର ୟୁଟ୍ୟୁବର ପ୍ରିୟଙ୍କା ସେନାପତିଙ୍କୁ ଇଣ୍ଟେଲିଜେନ୍ସ ବ୍ୟୁରୋ ପରେ ପୁରୀ ପୋଲିସର ପଚରାଉଚରା। ପ୍ରିୟଙ୍କାଙ୍କ ଘରେ ଅତିରିକ୍ତ ଏସ୍ ପି ଓ ସିଟି ଡିଏସପି ପହଞ୍ଚି ତାଙ୍କୁ ପଚରାଉଚରା କରୁଛନ୍ତି।

Advertisment

ପ୍ରିୟଙ୍କା_କାହିଁକି_ଯାଇଥିଲେ_ପାକିସ୍ତାନ?
ପାକିସ୍ତାନ ପାଇଁ ଗୁପ୍ତଚରୀ ଅଭିଯୋଗରେ ଗିରଫ ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରା ଲିଙ୍କର ଖୋଳତାଡ। ପୁରୀର ୟୁଟ୍ୟୁବର ପ୍ରିୟଙ୍କା ସେନାପତିଙ୍କୁ ଇଣ୍ଟେଲିଜେନ୍ସ ବ୍ୟୁରୋ ପରେ ପୁରୀ ପୋଲିସର ପଚରାଉଚରା। ପ୍ରିୟଙ୍କାଙ୍କ ଘରେ ଅତିରିକ୍ତ ଏସ୍ ପି ଓ ସିଟି ଡିଏସପି ପହଞ୍ଚି ତାଙ୍କୁ ପଚରାଉଚରା କରୁଛନ୍ତି। 

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ