Advertisment

ସବୁ ମୁଖିଆ ଏକାଠି, ପୁଣି ବଡ଼ ନିଷ୍ପତ୍ତି

ବର୍ତ୍ତମାନ ସ୍ଥିତି ଓ କାର୍ଯ୍ୟାନୁଷ୍ଠାନ ବାବାଦରେ ସିଡିଏସ୍ ଜେନେରାଲ୍ ଅନୀଲ ଚୌହାନ, ସ୍ଥଳସେନା ମୁଖ୍ୟ ଜେନେରାଲ୍ ଉପେନ୍ଦ୍ର ଦ୍ବିବେଦୀ, ନୌସେନା ମୁଖ୍ୟ ଆଡମିରାଲ୍ ଦିନେଶ ତ୍ରିପାଠୀ ଓ ଏୟାର୍ ଚିଫ୍ ମାର୍ଶଲ ଅମରପ୍ରୀତ ସିଂଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ।

Advertisment

ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଉଚ୍ଚସ୍ତରୀୟ ବୈଠକ। ସିଡିଏସ୍ ଓ ୩ ସେନା ମୁଖ୍ୟଙ୍କ ସହ ଆଲୋଚନା କରୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବୈଠକରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଓ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ୍ ବି ଉପସ୍ଥିତ ଅଛନ୍ତି। ବର୍ତ୍ତମାନ ସ୍ଥିତି ଓ କାର୍ଯ୍ୟାନୁଷ୍ଠାନ ବାବାଦରେ ସିଡିଏସ୍ ଜେନେରାଲ୍ ଅନୀଲ ଚୌହାନ, ସ୍ଥଳସେନା ମୁଖ୍ୟ ଜେନେରାଲ୍ ଉପେନ୍ଦ୍ର ଦ୍ବିବେଦୀ, ନୌସେନା ମୁଖ୍ୟ ଆଡମିରାଲ୍ ଦିନେଶ ତ୍ରିପାଠୀ ଓ ଏୟାର୍ ଚିଫ୍ ମାର୍ଶଲ ଅମରପ୍ରୀତ ସିଂଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ। 

Advertisment
Narendra Modi Ajit Doval CDS
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ