Pahalgam Terrorist Attack
ପହଲଗାମ୍ ଆତଙ୍କୀ ହମ୍ଲାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କଡ଼ା ଚେତାବନୀ । ଆକ୍ରମଣକାରୀଙ୍କୁ କଳ୍ପନାଠୁ ବଡ଼ ଦଣ୍ଡ ଦିଆଯିବ । ଯେଉଁ ଭୂଖଣ୍ଡକୁ ଆତଙ୍କବାଦୀ ବ୍ୟବହାର କରୁଛନ୍ତି ମାଟିରେ ମିଶାଇବୁ । ଆତଙ୍କୀ ଓ ଏହା ପଛରେ ଥିବା ଲୋକଙ୍କୁ କଠୋର ଦଣ୍ଡ ଦେବୁ । ଭାରତ ପ୍ରତିଟି ଆତଙ୍କୀଙ୍କୁ ଚିହ୍ନଟ କରିବ ଓ ଖୋଜି ଖୋଜି ଦଣ୍ଡ ଦେବ । ୧୪୦ କୋଟି ଭାରତୀୟଙ୍କ ଆଶା ଓ ଆକାଂକ୍ଷାକୁ ପୂରଣ କରାଯିବ ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)