Advertisment

ଏଣିକି ଅଗଷ୍ଟ ୨୩କୁ ଜାତୀୟ ମହାକାଶ ଦିବସ ଭାବେ ପାଳନ କରିବ ଭାରତ

ଚନ୍ଦ୍ରୟାନ-୩ ର ସଫଳତା ଅବସରରେ ବେଙ୍ଗାଲୁରୁର ଇସ୍ରୋ ବୈଜ୍ଞାନିକଙ୍କୁ ଅଭିନନ୍ଦନ ଜଣାଇବା ଅବସରରେ ସେ ଏହି ଘୋଷଣା କରିଛନ୍ତି।

Advertisment

ଏଣିକି ଅଗଷ୍ଟ ୨୩କୁ ଜାତୀୟ ମହାକାଶ ଦିବସ ଭାବେ ପାଳନ କରିବ ଭାରତ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଏହି ଘୋଷଣା କରିଛନ୍ତି। ଚନ୍ଦ୍ରୟାନ-୩ ର ସଫଳତା ଅବସରରେ ବେଙ୍ଗାଲୁରୁର ଇସ୍ରୋ ବୈଜ୍ଞାନିକଙ୍କୁ ଅଭିନନ୍ଦନ ଜଣାଇବା ଅବସରରେ ସେ ଏହି ଘୋଷଣା କରିଛନ୍ତି।

Advertisment
Narendra Modi
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ