ଲୋକସଭା ନିର୍ବାଚନକୁ ଆଉ ମାସ କେଇଟା ଥିବାବେଳେ ଏଥିପାଇଁ ପ୍ରସ୍ତୁତି ଆରମ୍ଭ କଲେଣି ବିଜେଡି, ଭାଜପା ଓ କଂଗ୍ରେସ। କଂଗ୍ରେସର ଶୀର୍ଷ ନେତାଙ୍କ ଓଡିଶା ଗସ୍ତ ପରେ ଏବେ ଭାଜପାର ଶୀର୍ଷ ନେତୃତ୍ୱଙ୍କ ଓଡ଼ିଶା ଗସ୍ତ ଆରମ୍ଭ ହୋଇଛି । ଏହାରି ଭିତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣିିଥରେ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଚଳିତ ମାସ ଶେଷ ସୁଦ୍ଧା ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ହେବ ବୋଲି ସୂଚନା ମିଳିଛି । ଫେବ୍ରୁଆରୀ ୨୮ ତାରିଖ ପାଖାପାଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସି ପାରନ୍ତି ।
Published By: Otv Khabar Bureau
Last updated: 21 February 2024, 08:42 AM IST
ଅଭିଳାଷା କୋଟଓ୍ବାଲ ଓ ବିନାଲ ୱିଲିୟମଙ୍କ ବିବାହ ନିମନ୍ତ୍ରଣ ପତ୍ରରେ ଥିବା ଏକତାର ବାର୍ତ୍ତା ପାଇଁ ଏହାକୁ ସୋସିଆଲ ମିଡ଼ିଆ ୟୁଜର ବେଶ୍ ପସନ୍ଦ କରୁଥିବା ଦେଖିବାକୁ ମିଳୁଛି । ଯୁବତୀ ଜଣକ 'ଭାରତ ଯୋଡ ଯାତ୍ରା' ଦ୍ୱାରା ଅନୁପ୍ରାଣିତ ହୋଇ ନିଜ ବିବାହକୁ ଏମିତି ନାମକରଣ କରିଛନ୍ତି ।