Advertisment

ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି ! ରାଜ୍ୟ ବିଜେପି ସଭାପତିଙ୍କ ସୂଚନା...

ଲୋକସଭା ନିର୍ବାଚନକୁ ଆଉ ମାସ କେଇଟା ଥିବାବେଳେ ଏଥିପାଇଁ ପ୍ରସ୍ତୁତି ଆରମ୍ଭ କଲେଣି ବିଜେଡି, ଭାଜପା ଓ କଂଗ୍ରେସ । ତେବେ ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି ! ରାଜ୍ୟ ବିଜେପି ସଭାପତିଙ୍କ ସୂଚନା...

Advertisment

ଲୋକସଭା ନିର୍ବାଚନକୁ ଆଉ ମାସ କେଇଟା ଥିବାବେଳେ ଏଥିପାଇଁ ପ୍ରସ୍ତୁତି ଆରମ୍ଭ କଲେଣି ବିଜେଡି, ଭାଜପା ଓ କଂଗ୍ରେସ। କଂଗ୍ରେସର ଶୀର୍ଷ ନେତାଙ୍କ ଓଡିଶା ଗସ୍ତ ପରେ ଏବେ ଭାଜପାର ଶୀର୍ଷ ନେତୃତ୍ୱଙ୍କ ଓଡ଼ିଶା ଗସ୍ତ ଆରମ୍ଭ ହୋଇଛି । ଏହାରି ଭିତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣିିଥରେ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଚଳିତ ମାସ ଶେଷ ସୁଦ୍ଧା ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ହେବ ବୋଲି ସୂଚନା ମିଳିଛି । ଫେବ୍ରୁଆରୀ ୨୮ ତାରିଖ ପାଖାପାଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସି ପାରନ୍ତି ।

Advertisment
Narendra Modi BJP
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ