Advertisment

ରାଜ୍ୟ କୁ ମିଳିଛି ରେକର୍ଡ ଆଲୋକେସନ

ରେଲୱେ କ୍ଷେତ୍ରରେ ରାଜ୍ୟକୁ ରେକର୍ଡ ଅନୁଦାନ ଏଥର ମିଳିଛି। ଯେତିକି ଅନୁଦାନ ମାଗିଥିଲେ, ମିଳିଛି ତାଠାରୁ ଯଥେଷ୍ଟ ଅଧିକ ଟଙ୍କା। ରାଜ୍ୟ ସରକାର ୭ହଜାର ୬ଶହ କୋଟି ଅନୁଦାନ ଦାବି କରିଥିବା ବେଳେ କେନ୍ଦ୍ର ଦେଇଛି ୯, ୭୩୪ କୋଟି ଟଙ୍କା

author-image
Otv Khabar Bureau

ରେଲୱେ କ୍ଷେତ୍ରରେ ରାଜ୍ୟକୁ ରେକର୍ଡ ଅନୁଦାନ ଏଥର ମିଳିଛି। ଯେତିକି ଅନୁଦାନ ମାଗିଥିଲେ, ମିଳିଛି ତାଠାରୁ ଯଥେଷ୍ଟ ଅଧିକ ଟଙ୍କା। ରାଜ୍ୟ ସରକାର ୭ହଜାର ୬ଶହ କୋଟି ଅନୁଦାନ ଦାବି କରିଥିବା ବେଳେ କେନ୍ଦ୍ର ଦେଇଛି ୯, ୭୩୪ କୋଟି ଟଙ୍କା

Advertisment
Record Allocation To Odisha Railway Budget
Advertisment
Advertisment