ଦିନକୁ ଦିନ ଅଧିକରୁ ଅଧିକ ହିଂସାତ୍ମକ ହେଉଛି ଅଗ୍ନିପଥ ଯୋଜନା ବିରୋଧୀ ଆନ୍ଦୋଳନ । କେଉଁଠି ଟ୍ରେନ୍ ଜଳୁଛି, ତ କେଉଁଠି ଥାନା ତ ଆଉ କେଉଁଠି ରାସ୍ତାଘାଟ । ବିଶେଷ କରି ରେଳ ଭିତ୍ତିଭୂମି ଉପରେ ଅଧିକ ଦାଉ ସାଧୁଛନ୍ତି ଆନ୍ଦୋଳନକାରୀ ।