Get Married in Just Rs 500
Advertisment
ମାତ୍ର ୫୦୦ ଟଙ୍କାରେ ହେଲା ବାହାଘର । ୫୦୦ ଟଙ୍କାର ବାହାଘରକୁ ନେଇ ଏବେ ସବୁଠି ଚର୍ଚ୍ଚା । ମଧ୍ୟପ୍ରଦେଶର ଭୋପାଲ ନିବାସୀ ମାଜିରଷ୍ଟେଡ ଶିବାଙ୍ଗୀ ଜୋଶୀ ସ୍ଥାନୀୟ ଅଞ୍ଚଳର ସେନା ମେଜର ଅନିକେତ ଚର୍ତୁବେଦୀଙ୍କୁ କୋର୍ଟ ମ୍ୟାରେଜ କରିଛନ୍ତି । କିଛି ଭିନ୍ନ ଢଙ୍ଗରେ ବିବାହ କରିଛନ୍ତି ଏହି ଦମ୍ପତି । କିଛି ଫୁଲ ମାଳ ଓ କିଛି ମିଠାରେ ବାହାଘର ହୋଇଛି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us