ଦିନେ ସାମ୍ବାଦିକ ହୋଇ ଆତଙ୍କୀଙ୍କ ସମ୍ପର୍କରେ ଖବର ପ୍ରସାରଣ କରୁଥିଲେ। ଆଉ ପରେ ନିଜେ ଆତଙ୍କବାଦୀ ହୋଇ ଜାମ୍ମୁରେ ନରସଂହାର କରୁଥିଲେ...ହେଲେ ଏବେ ଯବାନଙ୍କ ସହ ମୁହାଁମୁହିଁ ହେବା ପରେ ଏବେ ପ୍ରାଣ ହରାଇଲେ....ଦେଖନ୍ତୁ ସାମ୍ବାଦିକରୁ କେମିତି ହେଲେ ଆତଙ୍କବାଦୀ ?
Published: Otv Khabar Bureau
Last updated: 31 March 2022, 08:51 AM IST
ମରିଗଲା ମଣିଷ ପଣିଆ । ୭୭ ବର୍ଷୀୟା ମହିଳାଙ୍କୁ ମାଡ଼ ମାରିଲେ । ପରିସ୍ରା ପିଇବାକୁ ବାଧ୍ୟ କରିବା ସହ ଗରମ ଲୁହା ରଡ୍ରେ ମାଡ଼ ମାରିଥିବା ନେଇ ଅଭିଯୋଗ ହୋଇଛି।