LIC Stock
Advertisment
ଆସନ୍ତାକାଲି ସେୟାର ବଜାରକୁ ଆସିବ ଏଲ୍ଆଇସିର ଷ୍ଟକ୍ । ଏହାକୁ ନେଇ ନିବେଶକ ଯେତିକି ଉତ୍ସାହୀ, ସେତିକି ଆଶଙ୍କାରେ । କାରଣ ପହିଲି ନାଚରୁ ଗୋଡ଼ ଫରକା ଭଳି ଗ୍ରେ ମାର୍କେଟ୍ରେ ଏଲ୍ଆଇସି ସେୟାରର ମୂଲ୍ୟ ଖସିଛି । ଏଥିପାଇଁ ବିଶ୍ୱ ବଜାରରେ ଅସ୍ଥିରତା ଓ ଉଚ୍ଚ ମୁଦ୍ରାସ୍ଫୀତିକୁ ଦାୟୀ କରାଯାଉଛି । ତେବେ ଦୀର୍ଘମିଆଦୀ ଭିତ୍ତିରେ ଏହା ଉତ୍ତମ ରିଟର୍ଣ୍ଣ ଦେବ ବୋଲି କହିଛନ୍ତି ବଜାର ସମୀକ୍ଷକ ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us