ପଲ୍ୟୁସନ୍ ସାର୍ଟିଫିକେଟ୍ ବିନା ଗାଡି ଚଲାଇଲେ ରଦ୍ଦ ହେବ ଲାଇସେନ୍ସ ଏବଂ ତଣ୍ଡ ଗଣିବେ ଗାଡ଼ି ଚାଳକ । ଦିଲ୍ଲୀ ସରକାରଙ୍କ ନୂଆ ନିଷ୍ପତ୍ତି ଅନୁସାରେ ପଲ୍ୟୁସନ୍ ସାର୍ଟିଫିକେଟ୍ ବିନା ଗାଡି ଚଲାଇବା ମହଙ୍ଗା ପଡିବ । ନିୟମ ଉଲ୍ଲଂଘନ କଲେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଯଦି କୌଣସି ବ୍ୟକ୍ତିଙ୍କ ପାଖରେ ପଲ୍ୟୁସନ୍ ସାର୍ଟିଫିକେଟ୍ ନଥିବ ସେମାନଙ୍କୁ ୧୦ ହଜାର ଟଙ୍କାର ଜୋରିମାନ ଦେବାକୁ ପଡ଼ିପାରେ । ଜୋରିମାନା ନଦେଲେ ୬ ମାସ ପର୍ଯ୍ୟନ୍ତ ଜେଲ ଦଣ୍ଡାଦେଶ ଭୋଗିବାକୁ ପଡ଼ିବ । କେବଳ ଏତିକି ନୁହେଁ ଜୋରିମାନା ସହ ଜେଲ ଦଣ୍ଡାଦେଶ ମଧ୍ୟ ହୋଇପାରେ । ଏହାଛଡା ୩ ମାସ ପର୍ଯ୍ୟନ୍ତ ଡ୍ରାଇଭିଂ ଲାଇସେନ୍ସକୁ ରଦ୍ଧ କରାଯିବ ।
Published: Minati Mishra
Last updated: 23 September 2021, 12:48 PM IST
ରାଜ୍ୟରେ ଆଜି ପୁଣି ୭୩୪ ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ଆକ୍ରାନ୍ତ ଅଛନ୍ତି ୧୦୧ ଜଣ । ଖୋର୍ଦ୍ଧାରୁ ସର୍ବାଧିକ ୩୩୫ ଚିହ୍ନଟ ହୋଇଥିବା ଷ୍ଟେଟପୁଲରୁ ୮୧ ଚିହ୍ନଟ ହୋଇଛନ୍ତି ।