You May Lose DL For 3 Months If Caught Driving Without Pollution Certificate
ପଲ୍ୟୁସନ୍ ସାର୍ଟିଫିକେଟ୍ ବିନା ଗାଡି ଚଲାଇଲେ ରଦ୍ଦ ହେବ ଲାଇସେନ୍ସ ଏବଂ ତଣ୍ଡ ଗଣିବେ ଗାଡ଼ି ଚାଳକ । ଦିଲ୍ଲୀ ସରକାରଙ୍କ ନୂଆ ନିଷ୍ପତ୍ତି ଅନୁସାରେ ପଲ୍ୟୁସନ୍ ସାର୍ଟିଫିକେଟ୍ ବିନା ଗାଡି ଚଲାଇବା ମହଙ୍ଗା ପଡିବ । ନିୟମ ଉଲ୍ଲଂଘନ କଲେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଯଦି କୌଣସି ବ୍ୟକ୍ତିଙ୍କ ପାଖରେ ପଲ୍ୟୁସନ୍ ସାର୍ଟିଫିକେଟ୍ ନଥିବ ସେମାନଙ୍କୁ ୧୦ ହଜାର ଟଙ୍କାର ଜୋରିମାନ ଦେବାକୁ ପଡ଼ିପାରେ । ଜୋରିମାନା ନଦେଲେ ୬ ମାସ ପର୍ଯ୍ୟନ୍ତ ଜେଲ ଦଣ୍ଡାଦେଶ ଭୋଗିବାକୁ ପଡ଼ିବ । କେବଳ ଏତିକି ନୁହେଁ ଜୋରିମାନା ସହ ଜେଲ ଦଣ୍ଡାଦେଶ ମଧ୍ୟ ହୋଇପାରେ । ଏହାଛଡା ୩ ମାସ ପର୍ଯ୍ୟନ୍ତ ଡ୍ରାଇଭିଂ ଲାଇସେନ୍ସକୁ ରଦ୍ଧ କରାଯିବ ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)