Other Videos

କିଛି ଘଂଟାରେ ସବୁ ସ୍ୱପ୍ନକୁ ଚୁରମାର କରିଦେଲା ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ। ଜଳଭଣ୍ଡାର ପାଇଁ ବିନା ଇଚ୍ଛାରେ ଗାଁ ଛାଡ଼ିଲେ ଲୋକେ। ଘର କବାଟରେ ତାଲା ପଡିଛି ସତ ହେଲେ ଉପର ପୂରା ମେଲା। ଶୁଭବିବାହ ଲେଖା କାନ୍ଥରୁ ଲିଭିନି....କିନ୍ତୁ ନୂଆ ବୋହୂର ମନ ଭାଙ୍ଗିଯାଇଛି। ଦେଖନ୍ତୁ ନିଜ ପୈତୃକ ଘର ଛାଡିବା ପରେ କେମିତି କାନ୍ଦୁଛନ୍ତି ଗାଁ ଲୋକେ...