Advertisment

ଏଣିକି ସକାଳ ୧୦ ନୁହେଁ ବରଂ ୯ଟା ସୁଦ୍ଧା ଅଫିସ୍‌ରେ ପହଞ୍ଚିବେ ସରକାରୀ କର୍ମଚାରୀ: ନଚେତ୍‌..

ସରକାରୀ ଚାକିରିଆଙ୍କ ପାଇଁ ବଡ଼ ଖବର। ଏଣିକି ଆଉ ଚଳିବ ନାହିଁ ସେମାନଙ୍କ ମନମାନି। କାରଣ ଏଣିକି ଆଉ ଦିନ ୧୦ ଟା ନୁହେଁ ବରଂ ସକାଳ ୯ଟା ସୁଦ୍ଧା ନିଜ ନିଜ ଅଫିସ୍‌ରେ ପହଞ୍ଚିବେ କର୍ମଚାରୀ। ଯଦି ଏହି ନିୟମକୁ କର୍ମଚାରୀମାନେ ନମାନନ୍ତି ତେବେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କୁହାଯାଇଛି।

author-image
Otv Khabar Bureau

ସରକାରୀ ଚାକିରିଆଙ୍କ ପାଇଁ ବଡ଼ ଖବର। ଏଣିକି ଆଉ ଚଳିବ ନାହିଁ ସେମାନଙ୍କ ମନମାନି। କାରଣ ଏଣିକି ଆଉ ଦିନ ୧୦ ଟା ନୁହେଁ ବରଂ ସକାଳ ୯ଟା ସୁଦ୍ଧା ନିଜ ନିଜ ଅଫିସ୍‌ରେ ପହଞ୍ଚିବେ କର୍ମଚାରୀ। ଯଦି ଏହି ନିୟମକୁ କର୍ମଚାରୀମାନେ ନମାନନ୍ତି ତେବେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କୁହାଯାଇଛି। ତେବେ ପଞ୍ଜାବରେ ନୂଆ ମୁଖ୍ୟମନ୍ତ୍ରୀ ଭାବରେ ଚରଣଜିତ ସିଂହ ଚନ୍ନୀ ଶପଥ ନେବା ପରେ ଏହି ନିୟମ ଲାଗୁ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

Advertisment
Offices Arrive Govt Employees Punjab CM
Advertisment
Advertisment