""
ଜାତୀୟ ଖବର Videos ସାହସର ସହ ହାତରେ ସାପ ଧରୁଛନ୍ତି ମହିଳା ଦେଖୁଛନ୍ତି ତ, ନା ହାତରେ ଗ୍ଲୋବସ୍ ଅଛି... ନା ମନରେ ଭୟ । କେମିତି ଅତି ସାହସର ସହ ସାପ ଧରୁଛନ୍ତି ଏ ମହିଳା ଜଣକ । ଆପଣ ଏ ମହିଳାଙ୍କୁ ଦେଖି ନିଶ୍ଚୟ ସାପ ଧରାଳି ବୋଲି ଭାବୁଥିବେ । ହେଲେ ନାଇଁ, ଏ ମହିଳା ଜଣକ ସାପ ଧରାଳି ନୁହଁନ୍ତି । Pallipuspa Samal 05 Aug 2024 15:22 IST Woman Rescues Snake Special StoryAdvertisment Read More Advertisment ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ