Delhi Railway station
ନୂଆଦିଲ୍ଲୀ ଷ୍ଟେସନରେ ବଡ଼ ଅଘଟଣ । ଯାତ୍ରୀଙ୍କ ଅତ୍ୟଧିକ ଭିଡ଼ରୁ ଦଳାଚକଟା ହେବାରୁ ୧୮ ଜଣଙ୍କ ମୃତ୍ୟୁ ହୋଇଛି । ଆହତଙ୍କ ଅବସ୍ଥା ସଂକଟାପନ୍ନ ଥିବାରୁ ମୃତ୍ୟୁ ସଂଖ୍ୟା ବଢ଼ିବା ଆଶଙ୍କା କରାଯାଉଛି । ମହାକୁମ୍ଭ ଯିବା ପାଇଁ ନୂଆଦିଲ୍ଲୀ ଷ୍ଟେସନରେ ପ୍ରବଳ ଭିଡ଼ ହୋଇଥିଲା । ଷ୍ଟେସନର ୧୩ ଓ ୧୪ ନମ୍ବର ପ୍ଲାଟଫର୍ମରେ ଭିଡ଼ ଯୋଗୁ ଏହି ଅଘଟଣ ଘଟିଛି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)