Advertisment

Supreme Court: ସାର୍ବଜନୀନ ହେବ ସୁପ୍ରିମକୋର୍ଟ ବିଚାରପତିଙ୍କ ସମ୍ପତ୍ତି ତାଲିକା

ସାର୍ବଜନୀନ ହେବ ସୁପ୍ରିମକୋର୍ଟ ବିଚାରପତିଙ୍କ ସମ୍ପତ୍ତି ତାଲିକା। ୩୦ ଜଣ ବିଚାରପତି ସମ୍ପତ୍ତି ସାର୍ବଜନୀନ କରିବାକୁ ନିଷ୍ପତ୍ତି ହୋଇଛି। ସୁପ୍ରିମକୋର୍ଟ ୱେବସାଇଟ୍ ରେ ବିଚାରପତିଙ୍କ ସମ୍ପତ୍ତି ତାଲିକା ରହିବ। ଏନେଇ ଗତ ୧ରେ ଫୁଲ୍ କୋର୍ଟ ବୈଠକରେ ନିଷ୍ପତ୍ତି ହୋଇଥିବା ସୂଚନା ମିଳିଛି।

ଅଦ୍ୟତନ ହୋଇଛି
Advertisment

ସାର୍ବଜନୀନ ହେବ ସୁପ୍ରିମକୋର୍ଟ ବିଚାରପତିଙ୍କ ସମ୍ପତ୍ତି ତାଲିକା । ୩୦ ଜଣ ବିଚାରପତି ସମ୍ପତ୍ତି ସାର୍ବଜନୀନ କରିବାକୁ ନିଷ୍ପତ୍ତି ହୋଇଛି । ସୁପ୍ରିମକୋର୍ଟ ୱେବସାଇଟ୍ ରେ ବିଚାରପତିଙ୍କ ସମ୍ପତ୍ତି ତାଲିକା ରହିବ । କୋର୍ଟ ୱେବସାଇଟ୍‌ରେ ବି ରହିବ ପ୍ରଧାନ ବିଚାରପତିଙ୍କ ସମ୍ପତ୍ତି । ଏନେଇ ଗତ ୧ରେ ଫୁଲ୍ କୋର୍ଟ ବୈଠକରେ ନିଷ୍ପତ୍ତି ହୋଇଥିବା ସୂଚନା ମିଳିଛି । ପୂର୍ବରୁ ବିଚାରପତିଙ୍କ ସମ୍ପତ୍ତି ତାଲିକା ପ୍ରଧାନ ବିଚାରପତିଙ୍କୁ ଦିଆଯାଉଥିଲା । ଏବେ ସମସ୍ତଙ୍କର ସମ୍ପତ୍ତି କୋର୍ଟ ୱେବସାଇଟ୍ ରେ ସ୍ଥାନ ପାଇବ । ଜଷ୍ଟିସ ଯଶବନ୍ତ ବର୍ମାଙ୍କ ଘରୁ ବିପୁଳ ଟଙ୍କା ମିଳିବା ଚର୍ଚ୍ଚା ପରେ ଏଭଳି ବଡ଼ ନିଷ୍ପତ୍ତି ହୋଇଛି ।

Advertisment
Supreme Court Supreme Court Of India Supreme Court Judge
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ