By: Rajalaxmi Sahoo
Last updated: 17 October 2023, 02:09 PM IST
ସମଲିଙ୍ଗୀ ବିବାହକୁ ସ୍ୱୀକୃତି ଦେବାକୁ ମନା କଲେ ସୁପ୍ରିମକୋର୍ଟ । ଆବେଦନକୁ ମଧ୍ୟ ଖାରଜ କରିଛନ୍ତି ସୁପ୍ରିମକୋର୍ଟ । ବିବାହ ଏକ ମୌଳିକ ଅଧିକାର ନୁହେଁ ବୋଲି କହିଲେ କୋର୍ଟ । ସଂସଦ ଆଇନ ନଆଣିବା ଯାଏ ଏନେଇ ସ୍ୱୀକୃତି ଦେଇ ହେବନି ।