Supreme Court
Advertisment
ଦିଲ୍ଲୀ NCRରୁ ବୁଲା କୁକୁର ହଟାଇବା ନେଇ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶର ହେବ ପୁନର୍ବିଚାର। ଏହି ରାୟର ପୁନର୍ବିଚାର କରିବେ ବୋଲି କହିଛନ୍ତି ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ବି.ଆର. ଗବାଇ। ଗତ ସୋମବାର ଦିଲ୍ଲୀ NCRରୁ ସମସ୍ତ ବୁଲା କୁକୁର ହଟାଇ ସେଲଟର ହୋମରେ ରଖିବାକୁ ନିର୍ଦ୍ଦେଶ ଦେଇଥିଲେ ସୁପ୍ରିମକୋର୍ଟ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us