ବଢିଲା ED ଓ CBI ନିର୍ଦ୍ଦେଶକଙ୍କ କାର୍ଯ୍ୟକାଳ। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଓ ସିବିଆଇ ନିର୍ଦ୍ଦେଶକଙ୍କ କାର୍ଯ୍ୟକାଳ ଅବଧି ବୃଦ୍ଧି ନେଇ ଆଜି ଅଧ୍ୟାଦେଶ ଆଣିଛନ୍ତି କେନ୍ଦ୍ର ସରକାର । ଅଧ୍ୟାଦେଶରେ ଉଭୟଙ୍କ କାର୍ଯ୍ୟକାଳ ୫ ବର୍ଷ ଯାଏଁ ବୃଦ୍ଧି କରାଯାଇଛି ।