ପୁଣି ଥରେ ଚର୍ଚ୍ଚାରେ ୟୁନିଫର୍ମ ସିଭିଲ କୋଡ୍। ସମାନ ନାଗରିକ ସଂହିତା ନେଇ ଜନସାଧାରଣ ଓ ଧାର୍ମିକ ସଂଗଠନର ମତାମତ ଲୋଡ଼ିଛନ୍ତି ଲ’ କମିଶନ୍। ଏହାପରେ ୟୁନିଫର୍ମ ସିଭିଲ କୋଡକୁ ନେଇ ଆରମ୍ଭ ହୋଇଗଲାଣି ଧର୍ମଗତ ତର୍କ ବିତର୍କ।
Published By: Sarbeswar
Last updated: 15 June 2023, 09:26 PM IST
ବହୁ ବାଦ ବିବାଦ, ଆରୋପ ପ୍ରତ୍ୟାରୋପ ପରେ ଶେଷରେ ପିଏମ୍ ଆବାସ ଯୋଜନାରେ ଘର ବଣ୍ଟନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା । କେନ୍ଦ୍ର ମଂଜୁର କରିଥିବା ପ୍ରାୟ ୯ଲକ୍ଷ ୫୦ ହଜାର ଘର ଲାଗି କାର୍ଯ୍ୟଦେଶ ବାଣ୍ଟିବାକୁ ବିଡିଓମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ତେବେ ଏଥିପାଇଁ ଅନଲାଇନରେ ଦିଆଯିବ କାର୍ଯ୍ୟାଦେଶ। ସେପଟେ କାଳେ ଆବାସ ବଣ୍ଟନରୁ ମୋଦି ସରକାର ମାଇଲେଜ୍ ନେଇଯିବେ, ସେଥିପାଇଁ ଆସନ୍ତାକାଲିଠାରୁ ମୋ ଘର ଯୋଜନାରେ ଆବେଦନ ଗ୍ରହଣ କରିବେ ରାଜ୍ୟ ସରକାର । ଯାହାକୁ ନେଇ ପୁଣି ତେଜିଛି ରାଜନୀତି ।