Advertisment

ଡୋନାଲ୍ଡ ଟ୍ରମ୍ପଙ୍କ ଏହି ଐତିହାସିକ ବିଜୟରେ ତାଙ୍କୁ ବନ୍ଧୁ ବୋଲି ସମ୍ବୋଧନ କରି ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି

ବିଶ୍ୱରେ ଶାନ୍ତି, ସ୍ଥିରତା ଓ ସମୃଦ୍ଧି ବଜାୟ ପାଇଁ ମିଳିମିଶି କାମ କରିବା। ତେବେ ଟ୍ରମ୍ପଙ୍କ ନୂଆ ଇନିଂସରେ ଭାରତ-ଆମେରିକା ସଂପର୍କକୁ କେଉଁ ସ୍ତରକୁ ନେବ ତାକୁ ନେଇ ଚର୍ଚ୍ଚା।

author-image
Satyendu Shekher Mishra

ବୃହତ ବିଜୟ ସହ ପୁଣି ସୁପର ପାୱାର ଆମେରିକାର ସୁପର ବସ୍ ହେବାକୁ ଯାଉଛନ୍ତି ଡୋନାଲ୍ଡ ଟ୍ରମ୍ପ। ଡୋନାଲ୍ଡ ଟ୍ରମ୍ପଙ୍କ ଏହି ଐତିହାସିକ ବିଜୟରେ ତାଙ୍କୁ ବନ୍ଧୁ ବୋଲି ସମ୍ବୋଧନ କରି ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି। କହିଛନ୍ତି ବିଶ୍ୱରେ ଶାନ୍ତି, ସ୍ଥିରତା ଓ ସମୃଦ୍ଧି ବଜାୟ ପାଇଁ ମିଳିମିଶି କାମ କରିବା। ତେବେ ଟ୍ରମ୍ପଙ୍କ ନୂଆ ଇନିଂସରେ ଭାରତ-ଆମେରିକା ସଂପର୍କକୁ କେଉଁ ସ୍ତରକୁ ନେବ ତାକୁ ନେଇ ଚର୍ଚ୍ଚା। 

Advertisment
Advertisment
Advertisment