Vande Bharat Sleeper Train
Advertisment
ଆସୁଛି ବନ୍ଦେ ଭାରତ ସ୍ଲିପର ଟ୍ରେନ୍ । ଦୁଇ ମାସ ଭିତରେ ଟ୍ରାକରେ ଦୌଡ଼ିବ ଭାରତର ବହୁ ପ୍ରତୀକ୍ଷିତ ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନ୍ । ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ଏହି ବନ୍ଦେ ଭାରତ ସ୍ଲିପର୍ ଟ୍ରେନର ନିର୍ମାଣ କାମ ଜୋରସୋରରେ ଚାଲିଛି। ଶେଷ ପର୍ଯ୍ୟାୟରେ ପହଞ୍ଚିଛି ସମସ୍ତ ବୈଷୟିକ କାମ। ବାଙ୍ଗାଲୋରରେ ଥିବା ବିଇଏମଏଲ ଲିମିଟେଡର ରେଳ ୟୁନିଟରେ ବନ୍ଦେ ଭାରତ ସ୍ଲିପର ଟ୍ରେନ୍ ନିର୍ମାଣ ଚାଲିଛି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us