କାହାର ହେବ ମହାରାଷ୍ଟ୍ର
ଭୋଟ୍ ଦେଲା ମହାରାଷ୍ଟ୍ର ଓ ଝାଡ଼ଖଣ୍ଡ । ମହାରାଷ୍ଟ୍ରର ୨୮୮ ଆସନ ପାଇଁ ଆଜି ଗୋଟିଏ ପର୍ଯ୍ୟାୟରେ ସରିଛି ମତଦାନ । ସନ୍ଧ୍ୟା ୫ଟା ସୁଦ୍ଧା ୫୮ ପ୍ରତିଶତରୁ ଅଧିକ ଭୋଟିଂ ହୋଇଛି । ୨୦୧୯ ନିର୍ବାଚନରୁ ମହାରାଷ୍ଟ୍ର ତିନିଟି ସରକାର, ତିନି ଜଣ ମୁଖ୍ୟମନ୍ତ୍ରୀ ଏବଂ ୪ ଜଣ ଉପମୁଖ୍ୟମନ୍ତ୍ରୀଙ୍କୁ ଦେଖିଲାଣି । ତେଣୁ ଏଥରର ନିର୍ବାଚନ ବେଶ୍ ଗୁରୁତ୍ବପୂର୍ଣ୍ଣ । ସେପଟେ ଝାଡଖଣ୍ଡରେ ଆଜି ଦ୍ବିତୀୟ ତଥା ଶେଷ ପର୍ଯ୍ୟାୟରେ ୩୮ଟି ଆସନ ପାଇଁ ମତଦାନ ହୋଇଛି । ଏଠାରେ ପାଖାପାଖି ୬୮ ପ୍ରତିଶତ ମତଦାନ ହୋଇଛି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)